ଭୁବନେଶ୍ୱର: ରାଜ୍ୟର ନୂଆପଡା ବିଧାନସଭା ଉପ ନିର୍ବାଚନ ଓ ଆଦର୍ଶ ଆଚରଣ ବିଧି ଲାଗୁହେବା ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା ସମ୍ପର୍କରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ସନ୍ଥ ଗୋପାଳନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଉପରୋକ୍ତ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ପ୍ରମୋଦ କୁମାର ସାହୁ, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡଃ ଲକ୍ଷ୍ମୀ ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
