କୃଷି-ପ୍ରଯୁକ୍ତି ବିଦ୍ୟା ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ସୋସିଆଲ ଆଲଫା ଏବଂ ଓଡ଼ିଶା ସରକାରଙ୍କ ବହୁଭାଗୀ କର୍ମଶାଳା
କୃଷି-ପ୍ରଯୁକ୍ତି ବିଦ୍ୟା ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ସୋସିଆଲ ଆଲଫା ଏବଂ ଓଡ଼ିଶା ସରକାରଙ୍କ ବହୁଭାଗୀ କର୍ମଶାଳା
ଭୁବନେଶ୍ୱର: ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହିତ ସହଭାଗୀତାରେ ସୋସିଆଲ ଆଲଫା ଭୁବନେଶ୍ୱରର ହୋଟେଲ ପ୍ରେସିଡେନ୍ସୀରେ “ଓଡ଼ିଶାରେ କୃଷି-ପ୍ରଯୁକ୍ତିକୁ...